Header Ads

Header ADS

ବିଜୟଶ୍ରୀ ରାଉତରାୟ ଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ୬୮ ବର୍ଷ ବୟସରେ ପରଲୋକ । ଗତ କିଛି ଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କୋଭିଡ୍ ପରବର୍ତ୍ତୀ ଜଟିଳତା ଯୋଗୁଁ  ଚିକିତ୍ସାଧୀନ ଥିଲେ । ମେ ମାସରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ୧୯୮୦ ମସିହାରେ ସେ ରାଜନୀତିରେ ସାମିଲ ହୋଇଥିଲେ । ପ୍ରଥମ ଥର ପାଇଁ ୧୯୯୦ରେ ସେ ଭଦ୍ରକର ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିଥିଲେ ଓ ଜିତିଥିଲେ ।

No comments

Powered by Blogger.